Jump to content

ଚେକ୍ ଗଣରାଜ୍ୟ

ଉଇକିପିଡ଼ିଆ‌ରୁ
(Czech Republicରୁ ଲେଉଟି ଆସିଛି)
ଚେକ ରିପବ୍ଲିକ ପତାକା
ଚେକ ରିପବ୍ଲିକ ଅବସ୍ଥିତି

ଚେକ ରିପବ୍ଲିକ (/ˈɛk r[invalid input: 'ɨ']ˈpʌblɪk/ (listen) CHEK-rə-PUB-lik);[] ମଧ୍ୟ ଇଉରୋପରେ ଥିବା ଏକ ଦେଶ ।

ଇତିହାସ

[ସମ୍ପାଦନା]

୫ମ ଖ୍ରୀଷ୍ଟାବ୍ଦରେ ସ୍ଲେଭିକ ସମ୍ପ୍ରଦାୟର ଜନଜାତି ଚେକ୍‍ ରିପବ୍ଲିକରେ ବସବାସ କରିଥିଲେ । ପ୍ରଥମ ବିଶ୍ୱଯୁଦ୍ଧ ପୂର୍ବରୁ ଏହି ଦେଶ ଅଷ୍ଟ୍ରିଆ-ହଙ୍ଗେରୀ ନିୟନ୍ତ୍ରଣରେ ଥିଲା । ୧୯୧୮ରେ ଚେକ୍‍ ରିପବ୍ଲିକ ଓ ସ୍ଲୋଭାକ ଏକତ୍ର ହୋଇ ଚେକ୍‍ ରିପବ୍ଲିକ ଗଠନ କରିଥିଲେ । ୧୯୩୯ରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଏହି ଦେଶକୁ ଜର୍ମାନୀ ଅକ୍ତିଆର କରିଥିଲା । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଚେକ୍‍ ସାଧାରଣତନ୍ତ୍ର ସୋଭିଏତ ସଂଘର ମିିତ୍ରରାଷ୍ଟ ହୋଇଥିଲା । ୱାର୍ସ ଚୁକ୍ତିଅନୁଯାୟୀ ଚେକ୍‍ ରିପବ୍ଲିକ ରୁଷ ନେତୃତ୍ୱାଧୀନ ସାମରିକ ମେଣ୍ଟରେ ଯୋଗ ଦେଇଥିଲା । ସୋଭିଏତ ସଂଘର ପତନ ପରେ ୧୯୮୯ରେ ଚେକ୍‍ ରିପବ୍ଲିକ୍‍ ସୋଭିଏତ ସଂଘରୁ ମୁକ୍ତ ହୋଇ ସାର୍ବଭୌମ ରାଷ୍ଟ୍ରରେ ପରିଣତ ହୋଇଥିଲା । ପରେ ଚେକ୍‍ ରିପବ୍ଲିକ ଆମେରିକା ନେତତ୍ତ୍ୱାଧୀନ ସାମରିକ ମେଣ୍ଟର ସଦସ୍ୟତା ଲାଭ କରିଥିଲା । ଅପ୍ରେଲ ୧୯୪୫ରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଶେଷ ପରେ ଚେକ୍‍ ରିପବ୍ଲିକରେ କମ୍ୟୁନିଷ୍ଟ ସରକାର କ୍ଷମତାସୀନ ହୋଇଥିଲା । ପରବର୍ତ୍ତୀ ସମୟରେ ଏହି ଦେଶ ଗଣତାନ୍ତ୍ରିକ ଶାସନକୁ ଆପଣାଇଥିଲା । ପ୍ରାୟ ୪୨ ବର୍ଷ କମୁନିଷ୍ଟ ଶାସନର ଅନ୍ତ ପରେ ୧୯୮୯ରେ ଦେଶରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ବେଲକାଭ ହାଭେଲ ଦେଶର ପ୍ରଥମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ୧୯୯୩ ଜାନୁଆରୀ ୧ତାରିଖରେ ଚେକ୍‍ ରିପବ୍ଲିକଠାରୁ ସ୍ଲୋଭାକିଆ ପୃଥକ ହୋଇଥିଲା । ୨୦୦୪ରେ ୟୁରୋପୀୟ ରାଷ୍ଟ୍ର ସଂଘରେ ଯୋଗ ଦେଇଥିଲା ।

ଭୂଗୋଳ

[ସମ୍ପାଦନା]

ଏହି ଦେଶକୁ ଅଷ୍ଟ୍ରିଆ, ଜର୍ମାନୀ, ପୋଲାଣ୍ଡସ୍ଲୋଭାକିଆ ଲାଗି ରହିଛି ।

ପ୍ରଶାସନିକ ବିଭାଜନ

[ସମ୍ପାଦନା]
  1. "Oxford English Dictionary". Retrieved 13 September 2014.